www.samajalive.in
Monday, December 8, 2025
14.1 C
Bhubaneswar

ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

ପାଟଣା : କେନ୍ଦୁଝର ଜିଲା ଘଟଗାଁ ଥାନା କେତାଙ୍ଗ ଗ୍ରାମ ସ୍ଥିତ କେତାଙ୍ଗ-ମହୁଲଡିହା ରାସ୍ତା ନିକଟବର୍ତ୍ତୀ ଏକ ଧାନବିଲ ଭିତରୁ ଗୁରୁବାର ଜଣେ ଅଜଣା ଯୁବକଙ୍କ ମୃତଦେହ ପୁଲିସ ଉଦ୍ଧାର କରିଛି। ମୃତ ଯୁବକ ଜଣକ ଫୁଲ ପ୍ୟାଣ୍ଟ ଓ ଶାର୍ଟ ପିନ୍ଧିଥିବା ବେଳେ କୌଣସି ଦୁର୍ବୃତ୍ତ ତାଙ୍କ ମୁହଁକୁ ପଥରରେ ଛେଚି ବିକୃତ କରିଦେଇଛି। ଏହା ଏକ ହତ୍ୟାକାଣ୍ଡ ବୋଲି ପୁଲିସ ସନ୍ଦେହ କରୁଛି। ମୃତ ଯୁବକଙ୍କ ବୟସ ୩୦ ବର୍ଷ ବୋଲି ଅନୁମାନ କରାଯାଉଛି।
ସୂଚନା ଅନୁସାରେ, ଗ୍ରାମର କିଛି ଲୋକ ଆଜି ବିଲରେ ମୃତଦେହଟି ପଡ଼ିଥିବା ଦେଖି ପୁଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଗାଁ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories