www.samajalive.in
Saturday, December 13, 2025
27.1 C
Bhubaneswar

ଲୋକସଭା ବାଚସ୍ପତିଙ୍କ ଦ୍ବାରା ଗଠିତ କମିଟିରେ ସୂର୍ଯ୍ୟ ପାତ୍ର ସଦସ୍ୟ

ଭୁବନେଶ୍ୱର: ଲୋକସଭା ବାଚସ୍ପତି ତଥା ଅଖିଳ ଭାରତ ବାଚସ୍ପତିମାନଙ୍କ ସମ୍ମିଳନୀର ଅଧ୍ୟକ୍ଷ ଓମ୍ ବିର୍ଲା ଦେଶର ୭ଟି ବିଧାନସଭାର ବାଚସ୍ପତିଙ୍କୁ ନେଇ ଏକ କମିଟି ଗଠନ କରିଛନ୍ତି।
ଏହି କମିଟିରେ ଅନ୍ୟତମ ସଦସ୍ୟ ଭାବେ ଓଡ଼ିଶାର ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ସ୍ଥାନ ପାଇଛନ୍ତି। ଓଡ଼ିଶା ବ୍ୟତୀତ ଆସାମ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଆନ୍ଧ୍ରପ୍ରଦେଶ, ତେଲଙ୍ଗାନା ଓ ପୁଡ଼ୁଚେରୀ ବିଧାନସଭାର ବାଚସ୍ପତିମାନେ ମଧ୍ୟ ଏହାର ସଦସ୍ୟ ଭାବେ ମନୋନୀତ ହୋଇଛନ୍ତିା ଏହି କମିଟି ବିଧାନସଭା ଗୁଡ଼ିକର କାର୍ଯ୍ୟ ପରିଚାଳନାରେ ବ୍ୟବହାର ହେଉଥିବା କମ୍ପ୍ୟୁଟର ଓ ସୂଚନା ପ୍ରଯୁକ୍ତିରମୂଲ୍ୟାୟନ କରିବ। ଏଥିସହ ଏ ଦିଗରେ ଆଗାମୀ ପଦକ୍ଷେପ ସଂପର୍କରେ ପ୍ରସ୍ତାବ ଦେବ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories