www.samajalive.in
Sunday, December 7, 2025
14.1 C
Bhubaneswar

ହାତୀର ଗଳିତ ମୃତଦେହ ଠାବ

ଢେଙ୍କାନାଳ :  ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ମହାବିରୋଡ଼ ରେଞ୍ଜ କୁଟୁରିଆ ଗାଁ ପାଖ ଜଙ୍ଗଲରୁ ଏକ ହାତୀର ଗଳିତ ମୃତଦେହ ଠାବ ହୋଇଥିବା ଜଣାପଡ଼ିଛି। ହାତୀଟିର ବୟସ ୨୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ସ୍ଥାନୀୟଲୋକଙ୍କ ଠାରୁ ଖବର ପାଇ ବନବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories