www.samajalive.in
Saturday, December 13, 2025
18.1 C
Bhubaneswar

ଦ୍ରାବିଡ଼ଙ୍କ ନେତୃତ୍ବରେ ଏନସିଏରେ ପ୍ରଶିକ୍ଷଣ ନେଉଛନ୍ତି ୧୬ଦେଶର ଯୁବ କ୍ରିକେଟର

ବେଙ୍ଗାଲୁରୁ : ଜାତୀୟ କ୍ରିକେଟ୍ ଏକାଡେମୀ(ଏନ୍‌ସିଏ) ମୁଖ୍ୟ ରାହୁଲ ଦ୍ରାବିଡ଼ଙ୍କ ନେତୃତ୍ବରେ ବେଙ୍ଗାଲୁରୁରେ ୧୬ରାଷ୍ଟ୍ରମଣ୍ଡଳ ଦେଶର ଯୁବ ପୁରୁଷ ଓ ମହିଳା କ୍ରିକେଟରଙ୍କ ପାଇଁ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇଯାଇଛି। ଏହାର ଆୟୋଜନ ବିସିସିଆଇ ପକ୍ଷରୁ କରାଯାଇଛି। ବିଦେଶ ଏବଂ କ୍ରୀଡା ମନ୍ତ୍ରଣାଳୟର ସହଯୋଗ‌ରେ ବିସିସିଆଇ ଏହି ଶିବିରକୁ ଆୟୋଜିତ କରିଛି।

pic courtesy-Times of india

ବିସିସିଆଇ ପକ୍ଷରୁ ଜାରୀ ବିଜ୍ଞପ୍ତି ଅନୁସାରେ, ଏହି ପ୍ରଶିକ୍ଷଣ ଶିବିର ଅକ୍ଟୋବର ୦୧ରୁ ଆରମ୍ଭ ହୋଇଛି। ଯାହା ଏକ ମାସ ଅର୍ଥାତ ଅକ୍ଟୋବର ୩୦ପର୍ୟ୍ୟନ୍ତ ଚାଲିବ। ରାହୁଲ ଦ୍ରାବିଡ଼ଙ୍କ ନେତୃତ୍ବରେ ଖେଳାଳିମାନେ ଏଥିରେ ପ୍ରଶିକ୍ଷଣ ନେଉଛନ୍ତି। ଖେଳାଳିମାନଙ୍କୁ ଗୃହ, କ୍ରିକେଟ କିଡ୍ସ, ପୋଷାକ ଭଳି ଅନେକ ସୁବିଧା ଯୋଗାଇ ଦିଆଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories