www.samajalive.in
Saturday, December 6, 2025
26.1 C
Bhubaneswar

ମହିଳାଙ୍କ ଠାରୁ ସୁନା ଚେନ ଲୁଟ

ଯାଜପୁର : ଯାଜପୁର ଗରିଆପୁର ପ୍ରାର୍ଥମିକ ସ୍କୁଲ ନିକଟରୁ ରବିବାର ଜଣେ ମହିଳାଙ୍କ ବେକରୁ ଦୁର୍ବୃତ୍ତ ସୁନା ଚେନ ଲୁଟ କରିଥିବା ଅଭିଯୋଗ ହୋଇଛି। ଲୁଟ ଶିକାର ହୋଇଥିବା ମହିଳା ଜଣଙ୍କ ଯାଜପୁର ଥାନା ବାମଦେବପୁର ଅଞ୍ଚଳର ପୁଷ୍ପାରାଣୀ ସ୍ୱାଇଁ। ମିଳିଥିବା ସୂଚନା ଅନୁଯାୟୀ, ଦୁର୍ବୃତ୍ତ ବାଇକରେ ଆସି ପଛ ପଟୁ ମହିଳାଙ୍କ ଠାରୁ ଚେନ ଝାମ୍ପି ନେଇ ଫେରାର ହୋଇଯାଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories