www.samajalive.in
Friday, December 12, 2025
26.1 C
Bhubaneswar

ବୁର୍ଲା ମେଡିକାଲରେ ଚିକିତ୍ସାଧୀନ କଏଦୀଙ୍କ ମୃତ୍ୟୁ

ବୁର୍ଲା: ସମ୍ବଲପୁର ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କଏଦୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ଜଣଙ୍କ ହେଲେ ସମ୍ବଲପୁର ମଣ୍ଡଳ କାରାଗାରର କଏଦୀ ପ୍ରକାଶ ସୁନା। ସେ ବିଭିନ୍ନ ଡକାୟତି ମାମଲାରେ ଜେଲରେ ସଜା କଟୁଥିଲେ। ଶନିବାର ରାତିରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ବୁର୍ଲା ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। କିନ୍ତୁ ରବିବାର ସକାଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ ।

Hot this week

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

Related Articles

Popular Categories