www.samajalive.in
Tuesday, December 9, 2025
16.1 C
Bhubaneswar

ବ୍ରାଉନ୍ ସୁଗର ଚାଲାଣର ଅଭିନବ ଉପାୟ; କଦଳୀ କାନ୍ଧିରେ ଧଳା ଜହର

ଭୁବନେଶ୍ବର: ଏକ ଅଭିନବ ଉପାୟରେ ବ୍ରାଉନ୍ ସୁଗର ଚାଲାଣ ହେଉଥିବା ଦେଖିବାକୁ ମିଳିଛି। କଦଳୀ କାନ୍ଧି ଭିତରେ ବ୍ରାଉନ୍ ସୁଗର ଚାଲାଣ ହେଉଛି। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରର ସାପ୍ତାହିକ ହାଟରୁ କଦଳୀ ବୋଝେଇ ଗାଡ଼ିରେ ଏଭଳି ଅଭିନବ ଢଙ୍ଗରେ ବ୍ରାଉନ ସୁଗର ଚାଲାଣ ହେଉଛି। ଏନେଇ ପୁଲିସ୍‌ ପାଖରେ କୌଣସି ଖବର ନଥିବା ବେଳେ ଏଥିରେ ଛାତ୍ରମାନଙ୍କ ସମ୍ପୃକ୍ତ ଥିବା ସନ୍ଦେହ କରାଯାଉଛି।

Hot this week

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

Related Articles

Popular Categories