www.samajalive.in
Thursday, December 11, 2025
15.1 C
Bhubaneswar

ଝୁଲନ୍ତା ଅବସ୍ଥାରେ ହୋମଗାର୍ଡ଼ଙ୍କ ମୃତଦେହ ଉଦ୍ଧାର

ଖୋର୍ଦ୍ଧା : ଖୋର୍ଦ୍ଧାର ଏକ ଘରୋଇ ନର୍ସିଂହୋମ ଭିତରୁ ଶୁକ୍ରବାର ଝୁଲନ୍ତା ଅବସ୍ଥାରେ ଜଣେ ହୋମଗାର୍ଡ଼ଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଉକ୍ତ ନର୍ସିଂହୋମରେ ହୋମଗାର୍ଡ଼ଙ୍କ ପତ୍ନୀ କାମ କରୁଥିଲେ ବୋଲି ଜଣାପଡ଼ିଛି। ପତ୍ନୀଙ୍କ ସହ ଝଗଡ଼ା କରିବା ପରେ ହୋମଗାର୍ଡ ଜଣଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଖବର ପାଇ ଟାଉନ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଫୁଟେଜ ଜବତ କରି ତଦନ୍ତ ଆରମ୍ଭ କରିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories