www.samajalive.in
Tuesday, December 9, 2025
17.1 C
Bhubaneswar

ସୁରକ୍ଷିତ ଦୀପାବଳି ପାଇଁ ଅଗ୍ନିଶମର ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର: ଆସନ୍ତାକାଲି ହେଉଛି ଦୀପାବଳି। ରାଜ୍ୟରେ ସୁରକ୍ଷିତ ଦୀପାବଳି ପାଳନ ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତ ଶେଷ ହୋଇଛି। ଅଘଟଣକୁ ଏଡ଼ାଇବା ପାଇଁ ଅଗ୍ନିଶମ ବିଭାଗର ୫ହଜାର କର୍ମଚାରୀ ନିୟୋଜିତ ହୋଇଛନ୍ତି। ଏହା ସହ ୯୦୦ଟି ଦମକଳ ଗାଡ଼ି ପ୍ରସ୍ତୁତ କରାଯାଇଥିବା ବେଳେ ୩୩୭ଟି ଅଗ୍ନିଶମ କେନ୍ଦ୍ରକୁ ସଜାଗ ରଖାଯାଇଛି। ୩୫୦ଜଣ ଅଧିକାରୀ ଏହି ଦାୟିତ୍ୱରେ ନିୟୋଜିତ ହୋଇଛନ୍ତି। କଟକରେ ୫ଟି ଏବଂ ଭୁବନେଶ୍ୱରରେ ୩ଟି ଅସ୍ଥାୟୀ ଅଗ୍ନିଶମ କେନ୍ଦ୍ର ଖୋଲାଯାଇଛି। ଏହା ସହ ବାଲେଶ୍ୱର, ବରଗଡ଼, ବ୍ରହ୍ମପୁର, ସମ୍ବଲପୁରରେ ମଧ୍ୟ ଅସ୍ଥାୟୀ ଅଗ୍ନିଶମ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟ ଅଗ୍ନିଶମ ଅଧିକାରୀ ସୁକାନ୍ତ ସେଠୀ ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories