www.samajalive.in
Saturday, December 6, 2025
17.1 C
Bhubaneswar

ଗୋଆର ରାଜ୍ୟପାଳ ନିଯୁକ୍ତ ହେବାପରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ସତ୍ୟପାଲ ମଲିକ

ନୂଆଦିଲ୍ଲୀ : ସତ୍ୟପାଲ ମଲିକ ଶୁକ୍ରବାର ଗୋଆର ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଥିଲେ। ଗୋଆର ରାଜ୍ୟପାଳ ହେବାପରେ ସେ ଶନିବାର ପ୍ରଧାନମନ୍ତ୍ରୀ କାର୍ୟ୍ୟାଳୟ ଯାଇ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ଉଭୟଙ୍କ ଫଟୋ ସହ ଟ୍ବିଟ୍ କରି ସୂଚନା ଦେଇଛନ୍ତି।


ଗତକାଲି ସତ୍ୟପାଲ ମଲିକଙ୍କୁ ଗୋଆର ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯିବାସହ ପି.ଏସ ଶ୍ରୀଧରନ୍ ପିଲାଇଙ୍କୁ ମିଜୋରମର ରାଜ୍ୟପାଳ ଦାୟିତ୍ବ ଦିଆଯାଇଥିଲା। ଓଡ଼ିଶାର ଗିରିଶ ଚନ୍ଦ୍ର ମୁର୍ମୁଙ୍କୁ ଜାମ୍ମୁ-କାଶ୍ମୀରର ଉପ ରାଜ୍ୟପାଳ ଏବଂ ରାଧାକ୍ରିଷ୍ଣ ମାଥୁରଙ୍କୁ ଲଦାଖର ଲେଫଟନାଣ୍ଟ ଗଭର୍ଣ୍ଣର ଭାବେ ନିଯୁକ୍ତି ଦିଆଯାଇଥିଲା।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories