www.samajalive.in
Saturday, December 13, 2025
21.1 C
Bhubaneswar

ବିଏସଏନଏଲ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ

ଭୁବନେଶ୍ୱର : ଭାରତ ସଂଚାର ନିଗମ ଲିମିଟେଡ (ବିଏସଏନଏଲ) ଓଡ଼ିଶା ସର୍କଲ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଏହି  ଅବସରରେ ସୋମବାର ଦିନ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଏସଏନଏଲ ଭବନ ସମ୍ମିଳନୀ କକ୍ଷରେ ମୁଖ୍ୟ ମହାପ୍ରବନ୍ଧକ ଡ. ଉଦୟ ଶଙ୍କର ପଣ୍ଡା ସମସ୍ତ ଅଧିକାରୀ ଓ କର୍ମଚାରୀମାନଙ୍କୁ ଦୁର୍ନୀତି
ନିବାରଣ ପାଇଁ ଶପଥ ପାଠ କରାଇଥିଲେ। ଏହି କାର୍ଯ୍ୟକ୍ରମ ଓଡ଼ିଶା ସର୍କଲର ଦୁର୍ନୀତି ନିବାରଣ ଅଧିକାରୀ ଭରତ ଚନ୍ଦ୍ର ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories