www.samajalive.in
Sunday, December 7, 2025
26.1 C
Bhubaneswar

ବଜ୍ରକାପ୍ତା ଉଦ୍ଧାର

ବୌଦ୍ଧ : ବୌଦ୍ଧ ଜିଲା ପୁତନା ସଂରକ୍ଷିତ ଜଙ୍ଗଲରୁ ଏକ ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଏହାର ଓଜନ ପ୍ରାୟ ୧୨ କେଜି ହେବ। ବାହାର ରାଜ୍ୟକୁ ଚାଲାଣ ପାଇଁ ବନ୍ୟ ଜନ୍ତୁ ଚାଲାଣକାରୀ ଏହି ବଜ୍ରକାପ୍ତାକୁ ଲୁଚାଇ ରଖିଥିଲେ ବୋଲି ଜଣାପଡ଼ିଛି। ସୋମବାର ସନ୍ଧ୍ୟାରେ ବୌଦ୍ଧ ରେଞ୍ଜ ଅଧିକାରୀଙ୍କ ସମେତ ଏକ ଟିମ ସଂରକ୍ଷିତ ଜଙ୍ଗଲରେ ଚଢାଉ କରି ବଜ୍ରକାପ୍ତାକୁ ଉଦ୍ଧାର କରିଥିଲେ।

Hot this week

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

Related Articles

Popular Categories