www.samajalive.in
Sunday, December 7, 2025
18.1 C
Bhubaneswar

ଖଣି ମାଫିଆ ମହମ୍ମଦ ତବରେଜ ଗିରଫ

ଭୁବନେଶ୍ବର: ମୋଷ୍ଟ ୱାଣ୍ଟେଡ୍ ପଥର ଖଣି ମାଫିଆ ମହମ୍ମଦ ତବରେଜକୁ ଖୋର୍ଦ୍ଧା ପୁଲିସ ଗିରଫ କରିଛି। ଖଣି ମାଫିଆ ମହମ୍ମଦ ତବରେଜ ଥାଇଲାଣ୍ଡ ଖସି ଯିବାକୁ ଉଦ୍ୟମ କରୁଥିବା ବେଳେ କୋଲକାତା ବିମାନ ବନ୍ଦରରୁ ପୁଲିସ ଗିରଫ କରିଛି। ଗିରଫ ପରେ ଭୁବନେଶ୍ୱର ଏସଟିଏଫ ଟ୍ରାଞ୍ଜିଟ୍ ରିମାଣ୍ଡରେ ଆଣିଛି। ସେ ଗତ କିଛିଦିନ ହେଲା ଫେରାର ଥିବା ବେଳେ ତା ନାମରେ ଲୁକଆଉଟ ସର୍କୁଲାର ଜାରି ହୋଇଥିଲା। ସୂଚନାଯୋଗ୍ୟ, ଗତ କିଛି ଦିନ ପୂର୍ବେ ଅନ୍ୟ ଜଣେ ପଥର ମାଫିଆ ପ୍ରକାଶ ରାଉତରାୟକୁ ମଧ୍ୟ ପୁଲିସ ଗିରଫ କରିଥିଲା।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories