www.samajalive.in
Monday, December 8, 2025
20.1 C
Bhubaneswar

ଡ଼ମ୍ଫର ଧକ୍କାରେ ଶିଶୁ କନ୍ୟା ମୃତ

ବସ୍ତା : ବାଲେଶ୍ୱର ବସ୍ତା ଥାନା ଅନ୍ତର୍ଗତ ଅମର୍ଦ୍ଦରୋଡ଼ ଛକ ନିକଟରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଡ଼ମ୍ଫର ଧକ୍କାରେ ଏକ ଶିଶୁ କନ୍ୟାର ମୃତ୍ୟୁ ହୋଇଛି। ମୃତ ଶିଶୁ ବସ୍ତା ଥାନା ବାଗଲଡ଼ିହା ଗ୍ରାମର ବିପ୍ଳବ ଗାଣ୍‍ ଙ୍କ ଝିଅ ଖୁସି। ଉକ୍ତ ଡ଼ମ୍ଫରର ଚାଳକକୁ ପୁଲିସ ଗିରଫ କରିଛି। ସରପଞ୍ଚ ରବୀନ୍ଦ୍ର ମହାନ୍ତି, ପ୍ରଦୀପ ବେହେରା, ବସନ୍ତ ବାରିକଙ୍କ ନେତୃତ୍ୱରେ ରାସ୍ତାରୋକ ଆନ୍ଦୋଳନ ହୋଇଥିବା ସୂଚନା ମିଳିଛି।

Hot this week

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

Related Articles

Popular Categories