www.samajalive.in
Sunday, December 14, 2025
23.1 C
Bhubaneswar

ଏଫଆଇଏଚ ଅଲିମ୍ପିକ୍‍ ଯୋଗ୍ୟତା ପର୍ଯ୍ୟାୟ ହକି : ଆମେରିକାକୁ ୫-୧ରେ ହରାଇଲା ଭାରତୀୟ ମହିଳା ଦଳ

ଭୁବନେଶ୍ୱର : ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ ଅଲିମ୍ପିକ୍‍ ଯୋଗ୍ୟତା ପର୍ଯ୍ୟାୟ ହକି ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ ଭାରତୀୟ ମହିଳା ଦଳ ବିଜୟୀ ହୋଇଛି । ଭାରତୀୟ ମହିଳା ଦଳ, ଆମେରିକା ମହିଳା ଦଳକୁ ୫-୧ ଗୋଲରେ ପରାସ୍ତ କରିଛି। ରାଣୀ ରାମପାଲଙ୍କ ନେତୃତ୍ୱରେ ଭାରତୀୟ ମହିଳା ହକି ଦଳ ଚମତ୍କାର ପ୍ରଦର୍ଶନ କରି ସହଜ ବିଜୟ ହାସଲ କରିଛି।

ତେବେ ଏହି ଉଦ୍‍ଘାଟନୀ ମ୍ୟାଚ ଅବସରରେ  କେନ୍ଦ୍ର କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ କିରେନ୍‍ ରିଜିଜ୍ଜୁ ମୁଖ୍ୟ ଅତିଥିଭାବେ ଯୋଗଦେଇଥିଲେ।

- Advertisement -

ତେବେ ହକି ଟୁର୍ଣ୍ଣାମେଣ୍ଟ ପାଇଁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯିବା ସହ ଟ୍ରାଫିକ ନିୟନ୍ତ୍ରଣ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ସୂଚନାଯୋଗ୍ୟ ଏହି ଟୁର୍ଣ୍ଣାମେଣ୍ଟରେ ଶ୍ରେଷ୍ଠ ବିବେଚିତ ଦଳ ଆସନ୍ତା ୨୦୨୦ ମସିହାରେ ଟୋକିଓ ଅଲିମ୍ପିକ ଯୋଗ୍ୟତା ହାସଲ କରିବେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories