www.samajalive.in
Saturday, December 6, 2025
19.1 C
Bhubaneswar

ଆଜିଠୁ ପ୍ରଧାନମନ୍ତ୍ରୀଙ୍କ ୩ ଦିନିଆ ଥାଇଲାଣ୍ଡ ଗସ୍ତ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶନିବାରଠାରୁ ୩ଦିନିଆ ଥାଇଲାଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ବାଣିଜ୍ୟ, ସାମୁଦ୍ରିକ ସୁରକ୍ଷା ଏବଂ ଦ୍ବିପାକ୍ଷିକ ସମ୍ପର୍କ ଆଦି ପ୍ରମୁଖ କ୍ଷେତ୍ରରେ ପରସ୍ପରର ସହଯୋଗକୁ ମଜଭୁତ କରିବା ଉପରେ ଫୋକସ ରହିବ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆସିୟାନ-ଭାରତ, ପୂର୍ବ ଏସିଆ ଏବଂ ଆରସିଇପି ଶିଖର ସମ୍ମିଳନୀରେ ଯୋଗଦେବେ। ବ୍ୟାଙ୍କକରେ ହେବାକୁ ଥିବା ୧୬ ଦେଶର ବ୍ୟାଣିଜ୍ୟିକ ବୈଠକ ଅବସରରେ ରିଜିଓନାଲ କମ୍ପ୍ରିହେନଶିଭ୍‌ ଇକୋନୋମିକ ପାର୍ଟନରଶିପ(ଆରସିଇପି)ର ରାଜିନାମା ସମ୍ପର୍କରେ ଘୋଷଣା କରାଯିବ, ଯାହା ଉପରେ ସାରା ବିଶ୍ଵର ନଜର ରହିଛି। ଯଦି ଏହି ରାଜିନାମାକୁ ଚୂଡ଼ାନ୍ତ ରୂପ ଦିଆଯିବାରେ ସଫଳତା ମିଳେ, ତେବେ ଏହା ବିଶ୍ଵର ସବୁଠାରୁ ବଡ଼ ମୁକ୍ତ ବାଣିଜ୍ୟିକ କ୍ଷେତ୍ର ହୋଇପାରିବ ବୋଲି କୁହାଯାଉଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories