www.samajalive.in
Monday, December 8, 2025
24.1 C
Bhubaneswar

ବଡ଼ଭାଇର ମୃତଦେହ ଦେଖି ସାନ ଭାଇର ମୃତ୍ୟୁ

ପାଲଲହଡ଼ା : ବଡ଼ଭାଇର ମୃତଦେହ ଦେଖି ସାନ ଭାଇର ହୃଦଘାତରେ ମୃତ୍ୟୁ ହୋଇଛି। ଏପରି ଏକ ଅଭାବନୀୟ ଘଟଣା ସିଡ଼ିଙ୍ଗ ଗାଁରେ ଘଟିଛି। ଦୁଇ ଭାଇଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। କ୍ୟାନସରରେ ପିଡ଼ୀତ ବଡ଼ଭାଇର ଶୁକ୍ରବାର କଟକରେ ମୃତ୍ୟୁ ହୋଇଥିଲା। ବଡ଼ ଭାଇର ମୃତଦେହ ଦେଖିବା ପରେ ଘଟଣାସ୍ଥଳରେ ସାନଭାଇ ମୃତ୍ୟୁ ହୋଇଥିଲା। ପାଲଲହଡ଼ା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ସାନଭାଇର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories