www.samajalive.in
Tuesday, December 9, 2025
26.1 C
Bhubaneswar

କାଶ୍ମୀରରୁ ଲଶ୍ମର ଆତଙ୍କବାଦୀ ଗିରଫ

ଶ୍ରୀନଗର: ଉତ୍ତର କାଶ୍ମୀରର ବାରାମୁଲା ଜିଲା ଅନ୍ତର୍ଗତ ସୋପୋର ଅଞ୍ଚଳରୁ ଯବାନମାନେ ଜଣେ ଆତଙ୍କବାଦୀଙ୍କୁ ଗିରଫ କରିଛନ୍ତି। ଆତଙ୍କବାଦୀ ଜଣକ ଲଶ୍କର-ଏ-ତୋଏବା ସଂଗଠନର ବୋଲି ଜଣାପଡ଼ିଛି। ଏହି ଅଞ୍ଚଳରେ ଜଣେ ଲଶ୍କର ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ଯବାନମାନେ ସମ୍ପୃକ୍ତ ଅଞ୍ଚଳକୁ ସିଲ କରି ସର୍ଚ୍ଚ ଅପରେଶନ ଚଳାଇଥିଲେ। ପରେ ଶନିବାର ଉକ୍ତ ଆତଙ୍କବାଦୀଙ୍କୁ ଯବାନମାନେ ଧରିବାରେ ସଫଳ ହୋଇଛନ୍ତି। ଆତଙ୍କବାଦୀମାନେ ଏବେ ଘାଟିରେ ଆତଙ୍କ ସୃଷ୍ଟି କରିବା ଲାଗି ବାହାର ରାଜ୍ୟର ଡ୍ରାଇଭର ଏବଂ ଶ୍ରମିକମାନଙ୍କୁ ଟାର୍ଗେଟ କରିଛନ୍ତି। ବାରମ୍ବାର ସେଓ ବ୍ୟବସାୟୀ, ଟ୍ରକ ଚାଳକ ଏବଂ ଶ୍ରମିକମାନଙ୍କୁ ହତ୍ୟା କରୁଛନ୍ତି।

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories