www.samajalive.in
Tuesday, December 9, 2025
17.1 C
Bhubaneswar

ଟ୍ରାକ୍ଟର ଓଲଟି ୬ଗୁରୁତର, ୧୮ଆହତ

ମୋହନା : ଗଜପତି ଜିଲା ଡରାବ ନିକଟ ଶଗଡ଼ିଆ ଆମ୍ବଘାଟିରେ ଶନିବାର ଏକ ଟ୍ରାକ୍ଟର ଭାରସାମ୍ୟ ହରାଇ ଓଲଟି ପଡ଼ିଥିବା ଜଣାପଡିଛି ଯାହାଫଳରେ ଟ୍ରାକ୍ଟରରେ ଥିବା ୬ଜଣ ଶ୍ରମିକ ଗୁରୁତର ହୋଇଥିବାବେଳେ ୧୮ଜଣ ଆହତ ହୋଇଛନ୍ତିଫଫ ଜିରାବରୁ କାମ ସାରି ଶ୍ରମିକମାନେ ଟ୍ରାକ୍ଟର ଯୋଗେ ଡରାବ ଫେରିବାବେଳେ ଏହି ଦୁଘ’’ଟଣା ହୋଇଥିଲା ଆହତମାନଙ୍କୁ ଚନ୍ଦ୍ରଗିରି ଡାକ୍ତରଖାନାରେ ଭତ୍ତ’’ି କରାଯାଇଛିଫଫ

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories