www.samajalive.in
Monday, December 15, 2025
24.1 C
Bhubaneswar

ସ୍କୁଲ ଗାଡି ଓଲଟି ୧୦ ଆହତ

କୋଣାର୍କ : ପୁରୀ ଜିଲା ଚାରିଛକଥାନା ଅନ୍ତର୍ଗତ ଓଲଗାଁ ନିକଟରେ ଭାରସାମ୍ୟ ହରାଇ ଏକ ସ୍କୁଲ ଗାଡ଼ି ରାସ୍ତାକଡ଼ରେ ଥିବା କେନାଲକୁ ଖସି ପଡ଼ିଛି।

ସୂଚନା ଅନୁଯାୟୀ, ତୁଳସୀପୁରର ଏକ ଘରୋଇ ସ୍କୁଲର ପିଲାମାନେ ଟାଟ ମ୍ୟାଜିକରେ ଯାଉଥିଲେ। ଗଡ଼ିଟି ଓଲଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା କେନାଲକୁ ଖସି ପଡ଼ିଥିଲା। ସ୍ଥାନୀୟଲୋକେ ପାଣିଭିତରୁ ଛାତ୍ରଛାତ୍ରୀଙ୍କୁ ଉଦ୍ଧାର କରିଥିଲେ। ଗାଡ଼ିରେ ୧୭ ଜଣ ଛାତ୍ରଛାତ୍ରୀ ଥିବା ଜଣାପଡ଼ିଛି। ଏଥିରେ ୧୦ ଜଣ ଛାତ୍ରଛାତ୍ରୀ ଆହତ  ହୋଇଥିଲେ । ସ୍ଥାନୀୟଲୋକେ ଆହତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଉଦ୍ଧାରକରି  ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ତାଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନଥିବାରୁ ଭୁବନେଶ୍ବର ସ୍ଥାନାନ୍ତରଣ କରାଯାଇଛି ।

- Advertisement -

 

Hot this week

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

Related Articles

Popular Categories