www.samajalive.in
Tuesday, December 9, 2025
15.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଜଣେ ମୃତ

କନ୍ଧମାଳ : କନ୍ଧମାଳରେ ଘନ କୁହୁଡ଼ି ଯୋଗୁଁ ଏକ ସଡ଼କ ଦୁର୍ଘଟଣା ଘଟି ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସଦର ଥାନା ଅନ୍ତର୍ଗତ ଗୁମ୍ମାଗଡ଼ ଅଞ୍ଚଳର ଜଣେ ଯୁବକ ବୁଧବାର ସକାଳେ ବାଇକ ଯୋଗେ ଫୁଲବାଣୀ ଅଭିମୁଖେ ଯାଉଥିଲେ। ମାତ୍ର କୁହୁଡ଼ି ଯୋଗୁଁ ରାସ୍ତାଘାଟ ଠିକ୍‍ ଭାବେ ଦେଖାଯାଉ ନଥିଲା। ଫଳରେ ବାଇଟି ଗଛରେ ପିଟି ହୋଇଯାଇଥିଲା ଓ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବା ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories