www.samajalive.in
Monday, December 8, 2025
27.1 C
Bhubaneswar

କାର୍ତ୍ତିକ ମାସରେ କରନ୍ତୁ ଏହି ଉପାୟ, ସୁଖକର ହେବ ବୈବାହିକ ଜୀବନ

୧. ପାରିବାରିକ ଓ ବୈବାହିକ ଜୀବନରେ ସୁଖ, ଶାନ୍ତି ପାଇଁ କାର୍ତ୍ତିକ ମାସରେ ତୁଳସୀ ଗଛ ପୂଜା କରିବା ସବୁଠୁ ଉତ୍ତମ ବୋଲି ବିଶ୍ବାସ ରହିଛି।
୨. ଘରର ବାଡିରେ ବା ଅଗଣାରେ ତୁଳସୀ ଗଛ ଲଗାଇବାର ସଠିକ ସମୟ ହେଉଛି କାର୍ତ୍ତିକ ମାସ । ଏହି ମାସର ଯେକୌଣସି ଦିନରେ  କିମ୍ବା ମାସ ଆରମ୍ଭରେ ତୁଳସୀ ଗଛ ଆଣି ଘରେ ଲଗାଇବା ଦ୍ବାରା ବୈବାହିକ ଜୀବନ ସୁଖମୟ ହେବା ସହ ପରିବାରରେ ଶାନ୍ତି ବଜାୟ ରହିଥାଏ ।
୩. ପ୍ରତିଦିନ ସକାଳେ ଓ ସଂଧ୍ୟାରେ ତୁଳସୀ ଗଛ ମୂଳରେ ଘିଅ ବା ରାଶି ତେଲରେ ଦୀପ ଜଳାଇଲେ ପାରିବାରିକ ଜୀବନ ସୁଖମୟ ହୋଇଥାଏ।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories