www.samajalive.in
Saturday, December 13, 2025
26.1 C
Bhubaneswar

ରାଜଧାନୀରେ ବାପ ପୁଅଙ୍କୁ ଗୁଳି

ଭୁବନେଶ୍ବର: ରାଜଧାନୀରେ ପୁଣି ଫୁଟିଲା ଗୁଳି। ରାଜଧାନୀ ଭୁବନେଶ୍ବରର ଖଣ୍ଡଗିରି ସରକନ୍ତାରରେ ଜମିବାଡି ବିବାଦକୁ ନେଇ ଗୁଳିମାଡ ହୋଇଥିବା ସୂଚନାମିଳିଛି। ଏହି ଗୁଳିମାଡରେ ଉଭୟ ବାପ ,ପୁଅ ଗୁରୁତର ଆହତ ହୋଇଛନ୍ତି। ବାପ ପୁଅଙ୍କୁ ଗୁଳିମାଡ କରି ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ବାପପୁଅଙ୍କୁ ଚିକିସା ପାଇଁ ଭୁବନେଶ୍ବର ଏମସ୍ ରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ଅନୁଧ୍ୟାନ କରିବା ସହ ଘଟଣାର ତଦନ୍ତ ଚଳାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories