www.samajalive.in
Wednesday, December 10, 2025
23.1 C
Bhubaneswar

ଦୁଇ ପରିବାର ମଧ୍ୟରେ କଳହ ; ୭ ଆହତ

ଭଦ୍ରକ: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ କୁଲଣ ଗ୍ରାମରେ ପାରିବାରିକ କଳହରୁ ଗଣ୍ଡଗୋଳ ହୋଇଛି। ଏଥିରେ ଗୋଟିଏ ପରିବାର ୭ ଜଣଙ୍କୁ ଠେଙ୍ଗାରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।

ସୂଚନା ଅନୁଯାୟୀ, କୌଣସି କାରଣରୁ ଦୁଇ ପରିବାର ମଧ୍ୟରେ ବଚସା ହୋଇଥିଲା । ଏହପରେ ଗୋଟିଏ  ପରିବାର ରାଗିଯାଇ ଅନ୍ୟ ଏକ ପରିବାରର ଘରେ ପଶି ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ  ୭ ଜଣ ଆହତ ହୋଇଥିଲେ ।  ୭ ଜଣ ଆହତଙ୍କ ମଧ୍ୟରେ ୩ ଜଣ ମହିଳା ଥିବା ଜଣାପଡ଼ିଛି । ସମସ୍ତ ଆହତଙ୍କୁ ଉଦ୍ଧାର କରାଯାଇ ଭଣ୍ଡାରିପୋଖରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଏନେଇ ଥାନାରେ ଅଭିଯୋଗପରେ ଭଣ୍ଡାରିପପୋଖରୀ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

ମାନବାଧିକାର : ଜୀବନର ଆବଶ୍ୟକତା

ମିଳିତ ଜାତିସଂଘ ଆନୁକୂଲ୍ୟରେ ୨୦୨୫ ମସିହାର ମାନବ ଅଧିକାର ଦିବସ (ଡିସେମ୍ବର...

ମହାନଦୀ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗଦ୍ଵାରା ମାନ୍ୟବର...

Related Articles

Popular Categories