ୟୁପି: ବିଷାକ୍ତ ମଦ ପିଇ ୧୦ ମୃତ

0

କାନପୁର : ଉତ୍ତର ପ୍ରଦେଶର କାନପୁର ଜିଲାରେ ବିଷାକ୍ତ ମଦ ପିଇ ୧୦ ଜଣ ପ୍ରାଣ ହରାଇଛନ୍ତି। ଅସୁସ୍ଥ ହୋଇପଡିଥିବା ୧୬ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛନ୍ତି। ଭାରତୀୟ ପିଙ୍ଗଳ କୋଡ୍‍ର ବିଭିନ୍ନ ଧାରା ଅନୁଯାୟୀ ସଂପୃକ୍ତ ମଦ ଦୋକାନ ମାଲିକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।

Leave A Reply