www.samajalive.in
Friday, December 12, 2025
23.1 C
Bhubaneswar

କରଞ୍ଜିଆ ରେଞ୍ଜରେ ହାତୀପଲ, ବ୍ୟାପକ ଫସଲ ନଷ୍ଟ

ମୟୂରଭଞ୍ଜ : ମୟୂରଭଞ୍ଜ କରଞ୍ଜିଆ ରେଞ୍ଜରେ ରବିବାର ପୁଣି ହାତୀପଲଙ୍କ ଉପଦ୍ରବ ଦେଖାଦେଇଛି। ଗାଁରେ ପଶି ହାତୀମାନେ ବ୍ୟାପକ ଫସଲ ନଷ୍ଟ କରିବା ସହ ଘର ମଧ୍ୟ ଭାଙ୍ଗିଛନ୍ତି। ହାତୀପଲରେ ପ୍ରାୟ ୫୪ଟି ହାତୀ ରହିଛନ୍ତି। ଫଳରେ ସ୍ଥାନୀୟଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ପୂର୍ବରୁ ମଧ୍ୟ ହାତୀପଲ ସେହି ଅଞ୍ଚଳରେ ଅନେକ କ୍ଷୟକ୍ଷତି କରିଥିବାରୁ ବାରମ୍ବାର ବନ ବିଭାଗକୁ ଅଭିଯୋଗ କରୁଥିଲେ ମଧ୍ୟ ସେପରି କୌଣସି ପଦକ୍ଷେପ ଗ୍ରହଣ କରାଯାଉନଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇ ଥିବା ସୂଚନା ମିଳିଛି।

Hot this week

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

ଜାନୁଆରୀ ୩୧ ରୁ ଓସିଏସ୍‌ ମୁଖ୍ୟ ଲିଖିତ ପରୀକ୍ଷା

କଟକ : ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ବାରା ପରିଚାଳିତ ଓଡ଼ିଶା...

Related Articles

Popular Categories