www.samajalive.in
Wednesday, December 10, 2025
18.1 C
Bhubaneswar

ବିଜେପି ସାଂସଦଙ୍କ କାର ଦୁର୍ଘଟଣାଗ୍ରସ୍ତ

ହରିଦ୍ବାର: ଉତ୍ତରାଖଣ୍ଡର ପୌରୀ ଲୋକସଭା ସାଂସଦ ତୀରଥ ସିଂହ ରାୱତଙ୍କ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ସକାଳ ସାଢେ ୭ଟାରେ ଦିଲ୍ଲୀ-ହରିଦ୍ବାର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ସାଂସଦ ତୀରଥ ସିଂହ ରାୱତ ଦିଲ୍ଲୀରୁ ଡେରାଡୁନ୍ ଫେରୁଥିଲେ। ବିପରୀତ ଦିଗରୁ ଆସୁଥିବା ଏକ କାରକୁ ବଞ୍ଚାଇବାକୁ ଯାଇ ତାଙ୍କ କାର ଦୁର୍ଘଟଣାର ଶିକାର ହୋଇଥିଲା। ଦୁର୍ଘଟଣାରେ ସାଂସଦଙ୍କ କାର ଓଲଟି ପଡିଥିଲା। ଦୁର୍ଘଟଣାସ୍ଥଳରୁ ତାଙ୍କୁ ଅଚେତ ଅବସ୍ଥାରେ ଉଦ୍ଧାର କରାଯାଇ ହରିଦ୍ବାର ସିଟି ହସ୍ପିଟାଲାରେ ଭର୍ତ୍ତି କରାଯାଇଛି ବୋଲି ଦଳୀୟ କର୍ମୀ ସୂଚନା ଦେଇଛନ୍ତି।

Hot this week

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

Related Articles

Popular Categories