www.samajalive.in
Monday, December 15, 2025
14.1 C
Bhubaneswar

ଅଲୋଡ଼ା ଶିଶୁ କନ୍ୟା ଉଦ୍ଧାର

ଯାଜପୁର : ପୁଣି ଅଲୋଡ଼ା ଏକ ଶିଶୁ କନ୍ୟା। ଯାଜପୁର ରସୁଲପୁର ବ୍ଲକ ଖଣ୍ଡାସ ପୋଲ ନିକଟରୁ ଏକ ଶିଶୁ କନ୍ୟା ଉଦ୍ଧାର ହୋଇଛି। ରବିବାର ସନ୍ଧ୍ୟା ସମୟରେ ଶିଶୁଟି ରାସ୍ତାକଡ଼ରେ ପଡ଼ିଥିବାର କେତେକ ସ୍ୱେଚ୍ଛାସେବୀ ଦେଖିଥିଲେ। ଏହାପରେ ୧୦୨ ଆମ୍ବୁଲାନ୍ସକୁ ଡ଼ାକି ଶିଶୁଟିକୁ ଉଦ୍ଧାର କରିଥିଲେ। ଶିଶୁ କନ୍ୟାକୁ ଉଦ୍ଧାର କରି ଯାଜପୁର ମୁଖ୍ୟ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଶିଶୁଟିର ସ୍ୱାସ୍ଥ୍ୟ ଅବସ୍ଥା ଭଲ ଥିବା ଜଣାପଡ଼ିଛି। ବର୍ତ୍ତମାନ ଶିଶୁଟି ସକ୍ଷୀ କେନ୍ଦ୍ରରେ ରଖଯାଇଛି। ସୋମବାର ଖବର ପାଇ ଜିଲା ମଙ୍ଗଳ ସମିତି ସଦସ୍ୟ ଡ଼ାକ୍ତରଖାନାରେ ପହଞ୍ଚି ଶିଶୁଟିର ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories