www.samajalive.in
Thursday, December 11, 2025
26.1 C
Bhubaneswar

ଶିବସେନା ନେତା ସଞ୍ଜୟ ରାଉତ ଗୁରୁତର, ଡ଼ାକ୍ତରଖାନାରେ ଭର୍ତ୍ତି

ମୁମ୍ୱଇ : ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ଛକାପଞ୍ଝା ଜାରି ରହିଛି। ଏହା ମଧ୍ୟରେ ସୋମବାର କେନ୍ଦ୍ର କ୍ୟାବିନେଟରୁ ଶିବସେନା ମନ୍ତ୍ରୀ ଅରବିନ୍ଦ ସାୱନ୍ତ ଇସ୍ତଫା ଦେବା ପରେ ଏନସିପି ଶିବସେନାକୁ ସମର୍ଥନ ଦେବାକୁ ରାଜି ହୋଇଛି। ଏହିଭଳି ସମୟରେ ଶିବସେନାର ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ ଗୁରୁତର ହୋଇପଡିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ମୁମ୍ୱଇର ଲୀଳାବତି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି।

Hot this week

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

Related Articles

Popular Categories