www.samajalive.in
Sunday, December 14, 2025
19.1 C
Bhubaneswar

ବିଜେପୁର ଉପନିର୍ବାଚନ : ଷ​ଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ

ବିଜେପୁର : ବିଜେପୁର ବିଧାନସଭା ଉପନିର୍ବାଚନର ଭୋଟ ଗଣତି ଜାରି ରହିଛି । ଷଷ୍ଠ ରାଉଣ୍ଟ ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି ।

ଷଷ୍ଠ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥିନୀ ରୀତା ସାହୁଙ୍କୁ ୩୩୩୭୭, ବିଜେପି ପ୍ରାର୍ଥୀ ଅଶୋକ ପାଣିଗଗ୍ରାହୀଙ୍କୁ ୨୦୫୭୯, କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁଙ୍କୁ ୧୮୭୭ ଖଣ୍ଡ ଭୋଟ ମିଳିଛି ।

- Advertisement -

ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୨୮୬୨୧, ବିଜେପିକୁ ୧୬୬୨୮, କଂଗ୍ରେସକୁ ୧୭୬୨ ଖଣ୍ଡ ଭୋଟ ମିଳିଥିଲା ।

ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୨୩୦୫୪, ବିଜେପିକୁ ୧୪୧୭୫, କଂଗ୍ରେସକୁ ୧୪୨୫ ଖଣ୍ଡ ଭୋଟ ମିଳିଛି ।

ପ୍ରଥମ ରାଉଣ୍ଡ ସୁଦ୍ଧା ବିଜେଡିକୁ ୫୬୭୫ ଭୋଟ, ବିଜେପିକୁ ୨୬୭୯ ଭୋଟ, କଂଗ୍ରେସକୁ ୩୧୫ ଭୋଟ ମିଳିଥିଲା।

ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୧୧୬୭୬, ବିଜେପି ୫୯୧୦ ଓ କଂଗ୍ରେସକୁ ୬୮୩ ଖଣ୍ଡ ଭୋଟ ମିଳିଥିଲା ।

ତୃତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୧୭୩୮୭, ବିଜେପିକୁ ୯୮୦୦, କଂଗ୍ରେସକୁ ୯୪୮ ଖଣ୍ଡ ଭୋଟ ମିଳିଥିଲା ।

 

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories