www.samajalive.in
Tuesday, December 9, 2025
16.1 C
Bhubaneswar

ଯବାନଙ୍କ ଗୁଳିରେ ଜଣେ ଅତଙ୍କବାଦୀ ନିହତ

ଜାମ୍ମୁ: ଜାମ୍ମୁ-କାଶ୍ମୀରର ଗାନ୍ଦେରବାଲ୍‌ରେ ଯବାନ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟି ମଙ୍ଗଳବାର ଭୋର ସମୟରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଯବାନମାନେ ଉକ୍ତ ଅଞ୍ଚଳକୁ ଘେରି ରହିଛନ୍ତି। ସେଠାରେ ୨ରୁ ୩ ଆତଙ୍କବାଦୀ ଲୁଚି ରହିଥିବା ଆଶଙ୍କା କରାଯାଉଛି। ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଗାନ୍ଦେରବାଲର ଗୁଣ୍ଡ ଅଞ୍ଚଳରେ ଏହି ଗୁଳିବିନିମୟ ଜାରି ରହିଥିବା ସୂଚନା ମିଳିଛି।

ଏହା ପୂର୍ବରୁ ଉତ୍ତର କାଶ୍ମୀରର ବାନ୍ଦିପୋରା ଜିଲାରେ ରବିବାର ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ଗୁଳିବିନିମୟ ସୋମବାର ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ଯବାନମାନେ ୨ ଆତଙ୍କୀଙ୍କୁ ନିପାତ କରିଥିଲେ। ଜିଲାର ଲାଡୁରା ଗାଁରେ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିବା ପରେ ସେଠାରେ ଯବାନମାନେ ଚଢ଼ାଉ କରିଥିଲେ। ଏହି ସମୟରେ ଆତଙ୍କୀଙ୍କ ସହିତ ଯବାନଙ୍କ ଗୁଳିବିନିମୟ ଘଟିଥିଲା।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories