www.samajalive.in
Wednesday, December 10, 2025
16.1 C
Bhubaneswar

ଭାରସାମ୍ୟ ହରାଇ ବାଇକ ଦୁର୍ଘଟଣାଗ୍ରସ୍ତ; ଚାଳକ ମୃତ

କଳାହାଣ୍ଡି: ଜୁନାଗଡ଼ ଥାନା ଅନ୍ତର୍ଗତ ମହିଚଳା ନିକଟରେ ବାଇକ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ଜଣକ ହେଲେ ଜୟପାଟଣା ଥାନା ପାବଳୀ ଗାଁର ଗିରିଧର ଦାସକାଠିଆ(୨୫) ବୋଲି ଜଣାପଡିଛି। ଗିରିଧର ସକାଳେ ନିଜ ସାଙ୍ଗକୁ ଭବାନୀପାଟଣାକୁ ବାଇକ ଯୋଗେ ଛାଡି ଫେରୁଥିବା ସମୟରେ ମହିଚଳା ନିକଟର ଭାରସାମ୍ୟ ହରାଇ ଦୁର୍ଘଟଣା ହୋଇଥିଲା। ଘଟଣାସ୍ଥଳରେ ଜୁନାଗଡ଼ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜୁନାଗଡ଼ ଗୋଷ୍ଠିସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories