www.samajalive.in
Friday, December 12, 2025
15.1 C
Bhubaneswar

ଜଙ୍ଗଲରୁ ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଠାବ

କେନ୍ଦୁଝର : କେନ୍ଦୁଝରରେ ଏକ ଅଭାବନୀୟ ଘଟଣା ଘଟିଛି। ଝୁମ୍ପୁରା ଥାନା କାଶିପାଳ ଜଙ୍ଗଲରୁ ଗୁରୁବାର ବୃଦ୍ଧ ଦମ୍ପତ୍ତିଙ୍କ ମୃତଦେହ ଠାବ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ହାଟକୁ ଯାଇ ଶୁକ୍ରବାରରୁ ଉକ୍ତ ଦମ୍ପତ୍ତି ନିଖୋଜ ଥିଲେ। ଜମିଜମା ବିବାଦରୁ ହତ୍ୟା କରାଯାଇଛି ଦମ୍ପତ୍ତିଙ୍କ ପୁଅ ଅଭିଯୋଗ କରିଥିବା ସୂଚନା ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories