www.samajalive.in
Sunday, December 7, 2025
15.1 C
Bhubaneswar

ସାମ୍ନାକୁ ଆସିଲା ‘ତାନାଜୀ’ର ଟିଜର୍‍

ମୁମ୍ବଇ : ଅଜୟ ଦେବଗନଙ୍କ ଅଭିନୀତ ଆଗାମୀ ଐତିହାସିକ ଚଳଚ୍ଚିତ୍ର ‘ତାନାଜୀ: ଦି ଅନ୍‍ସଙ୍ଗ୍‍ ୱାରିଅର୍‍’ର ଟିଜର୍‍ ଶୁକ୍ରବାର ରିଲିଜ୍‍ ହୋଇଛି। ଏହା ସହିତ ଚଳଚ୍ଚିତ୍ରର ଟ୍ରେଲର ରିଲିଜ୍‍ ତାରିଖ ମଧ୍ୟ ଘୋଷଣା କରାଯାଇଛି। ୧୯ ନଭେମ୍ବରରେ ଏହି ଚଳଚ୍ଚିତ୍ରର ଟ୍ରେଲର ରିଲିଜ୍‍ ହେବ। ଟିଜର୍‍ ଭିଡିଓରେ ଅଜୟ ରଣଭୂମିରେ ମରାଠାଙ୍କ ପତାକା ଧରି ଠିଆ ହୋଇଥିବା ଦେଖିବାକୁ ମିଳିଛି। ଏହା ସହିତ ସେ କହୁଛନ୍ତି, ସ୍ୱରାଜଠାରୁ ବଳି ଆଉ କ’ଣ?

https://www.instagram.com/p/B44EkSnJuHS/?utm_source=ig_web_copy_link

- Advertisement -

ସୂଚନାଯୋଗ୍ୟ, ଚଳଚ୍ଚିତ୍ରରେ ଅଜୟଙ୍କ ବ୍ୟତୀତ ସୈଫ୍‍ ଅଲ୍ଲୀ ଖାନ୍‍ ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଅଜୟଙ୍କ ପତ୍ନୀ କାଜଲ୍‍ଙ୍କୁ ମଧ୍ୟ ଚଳଚ୍ଚିତ୍ରରେ ସ୍ୱଳ୍ପ ଅବଧି ପାଇଁ ଅତିଥି କଳାକାର ଭାବେ ଦେଖିବାକୁ ମିଳିବ। ଓମ୍‍ ରାଉତଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ର ଆସନ୍ତା ବର୍ଷ ୧୦ ଜାନୁଆରୀରେ ମୁକ୍ତିଲାଭ କରିବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories