www.samajalive.in
Monday, December 8, 2025
17.1 C
Bhubaneswar

ବିଜେପି ବିଧାୟକଙ୍କ କକ୍ଷ ତ୍ୟାଗ, ଗାନ୍ଧୀମୂର୍ତ୍ତି ତଳେ ଧାରଣା ଦେଲେ

ଭୁବନେଶ୍ଵର: ବିଧାନସଭା ଶୀତକାଳୀନ ଅଧିବେଶନର ୪ର୍ଥ ଦିନ ଶନିବାର ଗୃହ କାର୍ଯ୍ୟ ଜାରି ରହିଛି। ତେବେ ପ୍ରଶ୍ନକାଳ ଆରମ୍ଭରୁ ବିଜେପି ସଦସ୍ୟମାନେ ସ୍ମିତାରାଣୀ ମୃତ୍ୟୁ ମାମଲାର ସିବିଆଇ ତଦନ୍ତ ଦାବି କରି ପ୍ରତିବାଦ କରିଥିଲେ। ସଦସ୍ୟମାନେ ନିଜ ଆସନରେ ଛିଡ଼ା ହୋଇ ନୀରବ ପ୍ରତିବାଦ ଚଳାଇଥିଲେ। ଏହା ମଧ୍ୟରେ ଗୃହ କାର୍ଯ୍ୟ ଜାରି ରହିଥିଲା। ବାଚସ୍ପତି ବିଜେପି ସଦସ୍ୟମାନଙ୍କୁ ଆସନରେ ବସିଯିବାକୁ ଅନୁରୋଧ କରିଥିଲେ। କିନ୍ତୁ ସେମାନେ ବାଚସ୍ପତିଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଥିଲେ। ପରେ ସେମାନେ କକ୍ଷ ତ୍ୟାଗ କରି ବାହାରକୁ ଚାଲିଯାଇଥିଲେ। ବିଧାନସଭା ବାହାରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ବିଜେପି ବିଧାୟକମାନେ ଧାରଣା ଦେଇ ପ୍ରତିବାଦ କରିଥିଲେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories