www.samajalive.in
Tuesday, December 9, 2025
17.1 C
Bhubaneswar

ଆଇଆଇସିଙ୍କ ଉତ୍ତମ ବ୍ୟବହାର ପାଇଁ ଟ୍ବିଟ୍ କରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭବାନୀପାଟଣା : କଳାହାଣ୍ଡି ଜିଲାର ମଦନପୁରରାମପୁର ଥାନା ଆଇଆଇସି ଉତ୍ତମ କୁମାର ସାହୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଟ୍ବିଟ୍ କରି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଆଇଆଇସି ଶ୍ରୀ ସାହୁ ଥାନାକୁ ଆସୁଥିବା ଲୋକମାନଙ୍କୁ ଉତ୍ତମ ବ୍ୟବହାର କରିବା ସହିତ ଥାନାକୁ ଆସୁଥିବା ଗରିବ ଓ ଅସହାୟ ଲୋକମାନଙ୍କୁ ସବୁ ପ୍ରକାର ସହାୟତା ଦେଉଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଶେଷ ସୂତ୍ରରୁ ଜାଣିବା ପରେ ଫୋନ ଏବଂ ଟ୍ବିଟ୍ କରି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ମୋ ସରକାରର ଏହା ହେଉଛି ଏକ ବଡ ସଫଳତା ବୋଲି ମଧ୍ୟ ନବୀନ ଉଲ୍କେଖ କରିଛନ୍ତି।

 

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories