କନ୍ଧମାଳ : କନ୍ଧମାଳ ଫୁଲବାଣୀର ସାରଙ୍ଗଡ଼ ଥାନା ଅନ୍ତର୍ଗତ ପିପଳପଙ୍ଗା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ ନେଇ ଗାଁ ଦାଣ୍ଡରେ ତଣ୍ଟିରେ ଗୋଡ଼ ପକାଇ ଜଣେ ୫୫ ବର୍ଷୀୟ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଘଟଣା ପରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ ଫେରାର ଥିବା ସୂଚନା ମିଳିଛି। ପୁଲିସ ତଦନ୍ତ ଆରମ୍ଭ କରିଛି।
Popular Categories



