www.samajalive.in
Sunday, December 7, 2025
13.1 C
Bhubaneswar

ସିଲିଣ୍ଡରରୁ ଗ୍ୟାସ ଲିକ୍‍ ; ବାପା ମୃତ , ପୁଅ ଗୁରୁତର

ସୋର/ଦିଲ୍ଲୀ : ସିଲିଣ୍ଡରୁ ଗ୍ୟାସ ଲିକ ହୋଇ ଗୁରୁତର ଅବସ୍ଥାରେ ଥିବା ବାପାର ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ରହିଛି। ବାପ ଓ ପୁଅ ଦିଲ୍ଲୀରେ କାମ କରୁଥିଲେ ଓ ଏକ ଭଡ଼ାଘରେ ରହୁଥିଲେ। ସୋର ଅନ୍ତରା ପଞ୍ଚାୟତ କନ୍ଦାଡ଼ ଗାଁରୁ କାମ କରିବାକୁ ଉଭୟ ବାପ ଓ ପୁଅ ଦିଲ୍ଲୀ ଯାଇଥିଲେ। ଗତ ୧୨ ତାରିଖରେ ଭଡ଼ା ଘରେ ଥିବା ବେଳେ ହଠାତ୍‍ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗିଯାଇ ଏଭଳି ଅଘଟଣ ଘଟିଥିଲା। ଗୁରୁତର ଅବସ୍ଥାରେ ବାପା ଦିଲ୍ଲୀର ଏକ ମେଡ଼ିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories