www.samajalive.in
Sunday, December 7, 2025
14.1 C
Bhubaneswar

ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ: ୧୪୪୩ କିଗ୍ରା ଗଞ୍ଜେଇ ଜବତ, ୨ ଗିରଫ

ମାଲକାନଗିରି: ମାଲକାନଗିରିରେ ଏକ ଅଭିନବ ଉପାୟରେ ଗଞ୍ଜେଇ ଚାଲାଣ ହେଉଥିବା ଦେଖିବାକୁ ମିଳିଛି। ପାଣି ଟ୍ୟାଙ୍କରରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ସମୟରେ ମାଥିଲି ଥାନା ପୁଲିସ ରବିବାର ଏହିସବୁ ଗଞ୍ଜେଇକୁ ଜବତ କରିଛି। ପ୍ରାୟ ୧୪୪୩ କିଲୋ ଗଞ୍ଜେଇ ଜବତ ହୋଇଥିବା ବେଳେ ଏହାର  ମୂଲ୍ୟ ଦେଢ କୋଟିରୁ ଅଧିକ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଉକ୍ତ ଘଟଣାରେ ପୁଲିସ ଦୁଇ ଜଣ ଗଞ୍ଜେଇ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଜବତ ହୋଇଥିବା ଗଞ୍ଜେଇ ମାଲକାନଗିରିରୁ ଉତ୍ତରପ୍ରଦେଶ ନିଆଯାଉଥିଲା ବୋଲି ସୂଚନା ମିଳିଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories