www.samajalive.in
Wednesday, December 10, 2025
16.1 C
Bhubaneswar

ରାଜ୍ୟରେ ଗଞ୍ଜେଇ ଚାଷକୁ ମିଳିବନି ଅନୁମତି: ଅବକାରୀ ସଚିବ

ଭୁବନେଶ୍ଵର: ରାଜ୍ୟରେ ଗଞ୍ଜେଇ ଚାଷକୁ ଅନୁମତି ଦିଆଯିବ ନାହିଁ। ମଙ୍ଗଳବାର ଲୋକସେବା ଭବନରେ ଗଞ୍ଜେଇ ଚାଷକୁ ଅନୁମତି ସମ୍ପର୍କରେ ଅନୁଷ୍ଠିତ ଏକ ବୈଠକ ପରେ ଅବକାରୀ ସଚିବ ଏହି ସୂଚନା ଦେଇଛନ୍ତି। ସଚିବ କହିଛନ୍ତି ଯେ, ଗଞ୍ଜେଇରେ ଔଷଧୀୟ ଗୁଣ ଥିବାରୁ ଅନେକ ଶିଳ୍ପ ସଂସ୍ଥା ଗଞ୍ଜେଇ ଚାଷ କରିବାକୁ ପ୍ରସ୍ତାବ ଦିଅନ୍ତି। କିନ୍ତୁ ଆଇନ ବିଭାଗ ଏହି ପ୍ରସ୍ତାବକୁ ଖାରଜ କରିଛି। ରାଜ୍ୟରେ ଗଞ୍ଜେଇ ଚାଷକୁ ଅନୁମତି ଦିଆଯିବ ନାହିଁ ବୋଲି ସଚିବ କହିଛନ୍ତି।

Hot this week

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

Related Articles

Popular Categories