www.samajalive.in
Friday, December 12, 2025
19.1 C
Bhubaneswar

ଟାୟାର ଗୋଦାମରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ଟାୟାର ନଷ୍ଟ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅନ୍ତର୍ଗତ କୁନୁମୁରୁ ଗାଁର ରାଇସ ମିଲ୍‍ ନିକଟରେ ଥିବା ଏକ ଟାୟାର ଗୋଦାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଟାୟାର ପୋଡ଼ି ନଷ୍ଟ ହୋଇଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ରାଇସ ମିଲ୍‍ ନିକଟରେ ଥିବା ପୁରୁଣା ଟାୟାର ଗୋଦାମରେ ହଠାତ୍‍ ନିଆଁ ଲାଗି ଯାଇଥିଲା। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ସୂଚନା ମିଳିଛି।

Hot this week

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

Related Articles

Popular Categories