www.samajalive.in
Tuesday, December 9, 2025
17.1 C
Bhubaneswar

ରାଜ୍ୟସଭାରେ ଶାହାଙ୍କ ସୂଚନା; ଦେଶବ୍ୟାପୀ ଲାଗୁ ହେବ ଏନଆରସି, କୌଣସି ଧର୍ମର ଲୋକ ଡରନ୍ତୁ ନାହିଁ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ନିର୍ଦେଶକ୍ରମେ ଆସାମରେ ଜାତୀୟ ନାଗରିକତା ପଞ୍ଜିକା(ଏନଆରସି) ଲାଗୁ ହୋଇଥିଲା। ଏଣିକି ଦେଶବ୍ୟାପୀ ଏନଆରସି ଲାଗୁ ହେବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବୁଧବାର ରାଜ୍ୟସଭାରେ ସୂଚନା ଦେଇଛନ୍ତି। ଶାହା ଆଜି ରାଜ୍ୟ ସଭାରେ ଏନଆରସି ଏବଂ କାଶ୍ମୀର ସମେତ କେତେକ ପ୍ରସଙ୍ଗରେ ଆଲୋଚନାରେ ଭାଗ ନେଇଥିଲେ। ଏହି ସମୟରେ ସେ ଏନଆରସି ଉପରେ କହିଥିଲେ ଯେ, କୌଣସି ଧର୍ମର ଲୋକ ଏଥିପାଇଁ ଡରିବାର ଆବଶ୍ୟକନା ନାହିଁ। ଗରିବ ଲୋକମାନଙ୍କୁ ସରକାର ଆଇନ ସହାୟତା ଯୋଗାଇଦେବେ। ଏନଆରସି ପ୍ରକ୍ରିୟା ସୁପ୍ରିମକୋର୍ଟଙ୍କ ଆଦେଶ ପରେ ଆରମ୍ଭ ହୋଇଛି। ପଞ୍ଜିକାରୁ ଯେଉଁମାନଙ୍କ ନାମ ବାଦ୍‌ ପଡ଼ିଛି ସେମାନେ ଟ୍ରିବ୍ୟୁନାଲରେ ପିଟିଶନ ଦାଖଲ କରିପାରିବେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories