www.samajalive.in
Monday, December 8, 2025
27.1 C
Bhubaneswar

ନବଜାତ ଶିଶୁପୁତ୍ର ଉଦ୍ଧାର

ରାୟଗଡ଼ା : ରାୟଗଡ଼ାର ଗୁଣପୁର ଅଞ୍ଚଳରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପରିତ୍ୟକ୍ତ ସ୍ଥାନରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର ହୋଇଥିବା ଜଣାପଡ଼ିଛି। ଗୁଡ଼ାରି ଦଣ୍ଡାସି ସାହି ନିକଟରୁ ଗ୍ରାମବାସୀ ଶିଶୁଟିକୁ ଉଦ୍ଧାର କରି ଗୁଡ଼ାରି ହସ୍ପିଟାଲରେ ଭର୍ତ୍ତି କରିବା ପରେ ସେ ସୁସ୍ଥ ଥିବା ସୂଚନା ମିଳିଛି।

Hot this week

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

Related Articles

Popular Categories