www.samajalive.in
Monday, December 8, 2025
24.1 C
Bhubaneswar

ଆମ୍ବୁଲାନ୍ସ ଧକ୍କାରେ ସ୍ତ୍ରୀ ମୃତ, ଅଳ୍ପକେ ବର୍ତ୍ତିଲେ ସ୍ୱାମୀ

ନବରଙ୍ଗପୁର : ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ପୂଜାରୀଗୁଡ଼ା ଛକ ନିକଟରେ ଶୁକ୍ରବାର ଏକ ଆମ୍ବୁଲାନ୍ସ ଓ ବାଇକ ଧକ୍କା ହୋଇଛି। ଏଥିରେ ବାଇକରେ ଥିବା ଦମ୍ପତିଙ୍କ ମଧ୍ୟରୁ ମହିଳାଙ୍କ ମୃତ୍ୟୁ ହୋଇଛି। ତାଙ୍କ ସ୍ୱାମୀ ଅଳ୍ପକେ ବର୍ତ୍ତି ଯାଇଥିବା ସହ ଆହତ ହୋଇ ନିକଟସ୍ଥ ମେଡ଼ିକାଲରେ ଚିକିତ୍ସା ହେବା ପରେ ସେ ସୁସ୍ଥ ଥିବା ଜଣାପଡ଼ିଛି। ଦମ୍ପତି ଜଣଙ୍କ ବାଇକରେ ଆସୁଥିବା ସମୟରେ ଆମ୍ବୁଲାନ୍ସ ସହ ଧକ୍କା ହୋଇ ଏହି ଅଘଟଣ ଘଟିଥିବା ସୂଚନା ମିଳିଛି। ଦମ୍ପତିଙ୍କ ପରିଚୟ ମିଳିପାରି ନାହିଁ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories