www.samajalive.in
Wednesday, December 10, 2025
26.1 C
Bhubaneswar

ବ୍ୟକ୍ତିଙ୍କ ସନ୍ଦେହଜନକ ମୃତ୍ୟୁ, ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି। ରବିବାର ଇସ୍କନ ମନ୍ଦିର ପରିସରରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ସେ ଜଣେ ସୁଇପର ଓ ତାଙ୍କର ଘର ଗଞ୍ଜାମ ଜିଲାର ସେରଗଡ଼ ଅଞ୍ଚଳର ବୋଲି ଜଣାପଡ଼ିଛି। ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଏଯାବତ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଖବର ପାଇ ପୁଲିସ ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ସୂଚନା ମିଳିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories