www.samajalive.in
Monday, December 8, 2025
20.1 C
Bhubaneswar

ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବେଶ କରିଥିବା ଦୁଇ ଶିକାରୀ ଗିରଫ

ଖୁଣ୍ଟା : ମୟୂରଭଞ୍ଜ ଖୁଣ୍ଟା ଡ଼ୁକୁରା ବନ୍ୟପ୍ରାଣୀ ବନାଞ୍ଚଳ ଅଧୀନସ୍ଥ ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବେଶ କରିଥିବା ଦୁଇ ଶିକାରୀ  ସୋମବାର ଗିରଫ ହୋଇଛନ୍ତି। ଗିରଫ ହୋଇଥିବା ଦୁଇ ଜଣ ବାପା ଓ ପୁଅ ବୋଲି ଜଣାପଡ଼ିଛି। ସେମାନଙ୍କ ନିକଟରୁ ଧନୁତୀର ଓ ଫାଶ ଜବତ ହୋଇଛି ବୋଲି ସୂଚନା ମିଳିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories