www.samajalive.in
Sunday, December 7, 2025
26.1 C
Bhubaneswar

ଅଯୋଧ୍ୟା ମାମଲା ଉପରେ ଚଳଚ୍ଚିତ୍ର ନିର୍ମାଣ କରିବେ କଙ୍ଗନା

ମୁମ୍ବଇ: ବଲିଉଡ଼ ଅଭିନେତ୍ରୀ କଙ୍ଗନା ରାଣାୱତ୍‍ ଖୁବଶୀଘ୍ର ଅଯୋଧ୍ୟା ରାମ ମନ୍ଦିର ମାମଲାକୁ ନେଇ ଚଳଚ୍ଚିତ୍ର ନିର୍ମାଣ କରିବାକୁ ଯାଉଛନ୍ତି। ଚଳଚ୍ଚିତ୍ରର ନାଁ ରହିଛି ‘ଅପରାଜିତ ଅଯୋଧ୍ୟା’। ଖାସ୍‍ କଥା ହେଉଛି ସେ ଏହି ଚଳଚ୍ଚିତ୍ରର ପ୍ରଯୋଜନା ଭାର ନିଜେ ବହନ କରିବେ। ‘ମଣିକର୍ଣ୍ଣିକା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନା କ୍ଷେତ୍ରରେ ପାଦ ଥାପିଥିବା କଙ୍ଗନା ଏବେ ମଣିକର୍ଣ୍ଣିକା ନାଁରେ ନିଜର ଏକ ପ୍ରଡକ୍ସନ ହାଉସ ଖୋଲିଛନ୍ତି। ‘ଅପରାଜିତ ଅଯୋଧ୍ୟା’ ତାଙ୍କ ପ୍ରଯୋଜିତ ପ୍ରଥମ ଚଳଚ୍ଚିତ୍ର ହେବ।
ସୂଚନା ଅନୁସାରେ, କଙ୍ଗନାଙ୍କ ଏହି ଚଳଚ୍ଚିତ୍ରର ଶୁଟିଂ ଆସନ୍ତା ବର୍ଷରୁ ଆରମ୍ଭ ହେବ। ଏହାର ସ୍କ୍ରିପ୍ଟ କେଭି ବିଜେନ୍ଦ୍ର ପ୍ରସାଦ ଲେଖିଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories