www.samajalive.in
Monday, December 15, 2025
14.1 C
Bhubaneswar

ବହୁଚର୍ଚ୍ଚିତ ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲା ; ରୁପେଶଙ୍କ ଜାମିନ ନା ମଞ୍ଜୁର

ଯାଜପୁର : ଯାଜପୁର ଜିଲା ହରିଦସପୁର ପିଇଓ ସ୍ମିତାରାଣୀ ମୃତ୍ୟୁ ମାମଲାର ଅଭିଯୁକ୍ତ ରୁପେଶ ଭଦ୍ରଙ୍କ ବେଲ ପିଟିସନକୁ ଯାଜପୁର ଜିଲା ଦୌରାଜଜ ନା ମୁଞ୍ଜୁର କରିଛନ୍ତି । ରୁପେଶଙ୍କ ରାଜନୈତିକ ଦଳ ସହିତ ଘନିଷ୍ଠ ସଂପର୍କ ଓ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବାରୁ ଜାମିନ ପ୍ରଦାନ କଲେ ସାକ୍ଷୀ ମାନେ ପ୍ରଭାବିତ ହେବାର ଆଶଙ୍କା ରହିଛି ବୋଲି ମାନ୍ୟବର ଅଦାଲତ ଅନୁଭବ କରିଥିଲେ। ଏଥିସହିତ କେସଟି ଏବେ ବିଚରାଧିନ ଥିବାରୁ ରୁପେଶଙ୍କ ଜାମିନ ଆବେଦନଙ୍କୁ ଅଗ୍ରାହ୍ୟ କରିଛନ୍ତି ମାନ୍ୟବର ଅଦାଲତ । ତେବେ  ଜିଲା ଜଜଙ୍କ ଶୁଶାଣିକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯିବ ଓ ସେଠାରେ ନିଶ୍ଚିତ ନ୍ୟାୟ ମିଳିବ ବୋଲି ରୁପେଶଙ୍କ ଓକିଲ ସୂଚନା ଦେଇଛନ୍ତି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories