www.samajalive.in
Friday, December 12, 2025
14.1 C
Bhubaneswar

ରାଜଧାନୀରେ ପୁଣି ସେକ୍ସ ର‍୍ୟାକେଟ ଠାବ

ଭୁବନେଶ୍ବର: ରାଜଧାନୀରେ ପୁଣି ସେକ୍ସ ର‍୍ୟାକେଟ ଠାବ କରାଯାଇଛି। ଭୁବନେଶ୍ବରର ଖଣ୍ଡଗିରିରୁ ଏହି ସେକ୍ସ ର‍୍ୟାକେଟ ଠାବ କରାଯାଇଛି। ଖଣ୍ଡଗିରିର ଏମସ୍ ନଗର ଅଞ୍ଚଳର ଏକ ହୋଟେଲରୁ ଆଜି ପୁଲିସ ଏହି ସେକ୍ସ ରାକେଟ ଠାବ କରିଛି । ପୁଲିସ ହୋଟେଲରୁ ୬ ବଙ୍ଗୀୟ ଯୁବତିଙ୍କ ସହ ୪ ଜଣ ଗ୍ରାହକଙ୍କୁ ଗିରଫ କରିଛି। ଏହି ଘଟଣାରେ ଆଉ କାହାର ସମ୍ପୂକ୍ତି ରହିଛି ତାହାର ପର୍ଦାଫାସ କରିବା ପାଇଁ ପୁଲିସ ତଦନ୍ତ ଚଳାଇଛି।

Hot this week

୧୮ ଯାଏ ଜାଡ଼

ଭୁବନେଶ୍ବର : ଉତ୍ତର-ପଶ୍ଚିମ ଦିଗରୁ ଥଣ୍ଡା ଶୁଷ୍କ‌ବାୟୁ ରାଜ୍ୟ ମଧ୍ୟକୁ ପ୍ରବେଶ...

ଲୋକସଭାରେ ଇ-ସିଗାରେଟ୍ ଟାଣିଲେ ଟିଏମ୍‌ସି ସଦସ୍ୟ

ନୂଆଦିଲ୍ଲୀ : ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର କେତେକ ମହିଳା ସଦସ୍ୟ ଲୋକସଭାରେ...

ବାର୍‌ରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ଆଜିର : ରାଶିଫଳ,ଆପଣଙ୍କ ଅଶାନ୍ତିର ଅବସାନ ଘଟିବ

ମେଷ : ଅଶ୍ବିନୀ ଓ ଦ୍ବିଜା ନକ୍ଷତ୍ରଜାତ ବ୍ୟକ୍ତି ବିପଦମୁକ୍ତ ହୋଇପାରନ୍ତି।...

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

Related Articles

Popular Categories