www.samajalive.in
Friday, December 12, 2025
15.1 C
Bhubaneswar

ଆରମ୍ଭ ହେଲା ଆନ୍ତର୍ଜାତିକ କୋଣାର୍କ ଉତ୍ସବ

କୋଣାର୍କ :  ଓଡ଼ିଶା ର୍ପ୍ୟଟନ ବିଭାଗ, ର୍ପ୍ୟଟନ ଉନ୍ନୟନ ନିଗମ ଓ ସଂସ୍କୃତି ନାଟକ ଏକାଡ଼େମୀ ଦ୍ୱାରା ଆନ୍ତର୍ଜାତିକ କୋଣାର୍କ ଉତ୍ସବ ରବିବାର ଉଦ୍‍ଘାଟିତ ହୋଇଯାଇଛି। ଉଦ୍‍ଘାଟନୀ ସନ୍ଧ୍ୟାରେ ଓଡ଼ିଶାର ରାଜ୍ୟପାଳ ଗଣେଶୀ ଲାଲ୍‍ଙ୍କ ସହ ର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତ୍ରିକାଶ ପ।ଣିଗ୍ରାହୀ, କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ର୍ଯ୍ୟଟନ ଓ ଉନ୍ନୟନ ନିଗମ ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ର୍ପ୍ୟଟନ ସଚିବ ବିଶାଲ କୁମାର ଦେବ୍‍, ପର୍ଯ୍ୟଟନ ନିର୍ଦ୍ଦେଶକ ସଚିନ୍‍ ରାମଚନ୍ଦ୍ର।ଦବ, ଜିଲା ପରିଷଦ ଅଧ୍ୟକ୍ଷ ଜ୍ୟୋତିର୍ମୟ ଦଳାଇ, ଜିଲାପାଳ ବଲୱନ୍ତ ସିଂ, ଆରକ୍ଷୀ ଅଧିକ୍ଷକ ଉମାଶଙ୍କର ଦାଶ ଉପସ୍ଥିତ ରହି ପ୍ରଦ୍ବୀପ ପ୍ରଜ୍ଜ୍ୱଳନ ପୂର୍ବକ ଉତ୍ସବକୁ ଶୁଭାରମ୍ଭ କରିଥିଲେ। ବିଶ୍ୱର ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ପାଦଦେଶରେ ଆୟୋଜିତ ଏହି ଆନ୍ତର୍ଜାତିକ କୋଣାର୍କ ଉତ୍ସବରେ ଶାସ୍ତ୍ରୀୟ ଓଡ଼ିଶୀ ଓ କଥକ ନୃତ୍ୟର ତାଳେ ତାଳେ ଦର୍ଶକମାନେ ଝୁମିଥିଲେ।

- Advertisement -

ଆଲୋକୀକରଣ, ସାଜସଜ୍ଜା ସହ ମୁକ୍ତାକାଶ ରଙ୍ଗମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । କାର୍ଯ୍ୟକ୍ରମ ଦେଖିବାପାଇଁ ରାଜ୍ୟ ତଥା ଦେଶ ବିଦେଶର ପର୍ଯ୍ୟଟକଙ୍କର ଭିଡ ଆରମ୍ଭ ହୋଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories